• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ପ୍ରତିପାଦ ରାତ୍ରି ୦୮.୨୧ ଗତେ ୨ୟା ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ରାତ୍ରି ୦୮.୨୧ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Sagittarius

ଧନୁ

Wednesday 22 Mar 2023

ମୂଳା – ମାନସିକ ସ୍ଥିରତା ଦେଖାଦେବ । ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ । କାର‌୍ୟ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବା ସହ ସୁଖଶାନ୍ତି ବୃଦ୍ଧି ପାଇବ । ବ୍ୟବସାୟ ଓ ପେସାଦାର ମାନଙ୍କୁ କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ।

ପୂ , ଷାଢା – ଚାକିରି କ୍ଷେତ୍ରରେ ଭଲ କାମ କରି ପ୍ରଶଂସାର ପାତ୍ର ହେବେ । ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ଖଟି ନିଜର ଭାବ ମୂର୍ତିକୁ ବଜାୟ ରଖିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ ।

ଉ , ଷାଢା – ଶତୃ ମାନଙ୍କ ଚକ୍ରାନ୍ତ ଓ କାର୍ଯ୍ୟ କଳାପ ଆପଣଙ୍କୁ ଦୁଃଖି କରିପାରେ । ବାଦବିବାଦ ସୃଷ୍ଟି ହୋଇ ପରେ ସମାଧାନ ହୋଇଯିବ । ମହିଳା ମାନଙ୍କୁ ନୂଆ ଚାକିରିର ସୁଯୋଗ ମିଳିବ ।

ପ୍ରତିକାର – ହଳଦୀ ରଙ୍ଗର ପୋଷାକ ପିନ୍ଧନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :