• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ପ୍ରତିପାଦ ରାତ୍ରି ୦୮.୨୧ ଗତେ ୨ୟା ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ରାତ୍ରି ୦୮.୨୧ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Capricorn

ମକର

Wednesday 22 Mar 2023

ଉ , ଷାଢା – ହଠାତ୍ ବାୟୁରୋଗ ଦେଖା ଦେଇପାରେ । ସ୍ୱାର୍ଥ ପ୍ରବୃତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରି ପାରବେ ନାହିଁ। ସ୍ଥଗିତ ଥିବା କର୍ମଟି ପୂରଣ ହେବା ସହ ଆର୍ଥୀକ ସଙ୍କଟ ଦୂରେଇ ଯାଇପାରେ ।

ଶ୍ରବଣା – ନୂତନ ବ୍ୟବସାୟ ଆରମ୍ଭ କରିି , ମାତ୍ର ମୂଳଧନ ବିନିଯୋଗରେ ସାମାନ୍ୟ ଲାଭ ଦେଖାଦେବ । ରାଜନୀତି କ୍ଷେତ୍ରରେ ସମସ୍ୟା ସୁଧାର ନେବି । ଅନ୍ୟ ମନସ୍କ ହେତୁ ପାଠପଢାରେ ମନ ଲାଗିବ ନାହିଁ ।

ଧନିଷ୍ଠା – ଉଚ୍ଚ କର୍ମକର୍ତା ମାନେ ଆପଣଙ୍କ ଉପରେ ଖୁସି ହେବାର ଆଶା ଦେଖାଦେବ । ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡି ଜମି ବିକ୍ରୟ କରିବେ । ନାରୀମାନେ ଉଦର ପୀଡାରୁ ମୁକ୍ତି ପାଇବେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :