• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିôଥ- ୧୩ଶୀ ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ- ନାସ୍ତି

Aries

ମେଷ

Friday 22 Mar 2024

ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ହ୍ରାସ ପାଇବ । ପାରିବାରିକ ସମସ୍ୟାର ଅନ୍ତ ଘଟିବ । ବିବାହରେ ଚାପ କମାଇବା ପାଇଁ ଆପଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ଏବଂ ଆତ୍ମ ନିୟନ୍ତ୍ରଣ ବଜାୟ ରଖିବା ପାଇଁ କାର‌୍ୟ୍ୟ କରିବେ ।

ଦ୍ୱିଜା- ଆପଣ ଅନେକ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ପାଇଁ ନିଜର ଜ୍ଞାନକୁ ବ୍ୟବହାର କରିବେ । ପିଲାମାନଙ୍କ ସହିତ ଜଡିତ କିଛି କଥାରେ ସଫଳତା ଆଣିବ । ବିଦେଶୀ ବାଣିଜ୍ୟ ସହିତ ଆପଣଙ୍କର ସଂଯୋଗ ରହିବ

କୃତିକା- ଧାର୍ମିକ ଯାତ୍ରା ପାଇଁ ଅଧିକ ସୁଯୋଗ ମିଳିବ । କ୍ୟାରିୟରର ଉତ୍କୃଷ୍ଟ ସଫଳତା ପାଇବେ । ନୂତନ ଯାନ ପାଇବାର ସୁଯୋଗ ଅଛି, ଖର୍ଚ୍ଚ ହ୍ରାସ ହେବ

ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :