ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିôଥ- ୧୩ଶୀ ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ- ନାସ୍ତି
ଅଶ୍ୱନୀ- ସ୍ୱାସ୍ଥ୍ୟ ସମସ୍ୟା ହ୍ରାସ ପାଇବ । ପାରିବାରିକ ସମସ୍ୟାର ଅନ୍ତ ଘଟିବ । ବିବାହରେ ଚାପ କମାଇବା ପାଇଁ ଆପଣ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ ଏବଂ ଆତ୍ମ ନିୟନ୍ତ୍ରଣ ବଜାୟ ରଖିବା ପାଇଁ କାର୍ୟ୍ୟ କରିବେ ।
ଦ୍ୱିଜା- ଆପଣ ଅନେକ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ପାଇଁ ନିଜର ଜ୍ଞାନକୁ ବ୍ୟବହାର କରିବେ । ପିଲାମାନଙ୍କ ସହିତ ଜଡିତ କିଛି କଥାରେ ସଫଳତା ଆଣିବ । ବିଦେଶୀ ବାଣିଜ୍ୟ ସହିତ ଆପଣଙ୍କର ସଂଯୋଗ ରହିବ
କୃତିକା- ଧାର୍ମିକ ଯାତ୍ରା ପାଇଁ ଅଧିକ ସୁଯୋଗ ମିଳିବ । କ୍ୟାରିୟରର ଉତ୍କୃଷ୍ଟ ସଫଳତା ପାଇବେ । ନୂତନ ଯାନ ପାଇବାର ସୁଯୋଗ ଅଛି, ଖର୍ଚ୍ଚ ହ୍ରାସ ହେବ
ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯