• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିôଥ- ୧୩ଶୀ ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Friday 22 Mar 2024

କୃତିକା- ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ ଏବଂ ସନ୍ତାନଙ୍କ ପାଇଁ ଚିନ୍ତାଗ୍ରସ୍ତ ରହିବେ । ଆଶା କରୁଥିବା କାମରେ ଟିକେ ଡେରିରେ ସଫଳତା ପାଇବେ । ନିଷ୍ପତି ମୂଳକ କାର୍ଯ୍ୟରେ ଆଗପଛ ହୋଇ ପାରନ୍ତି ।

ରୋହିଣୀ- ବିଦ୍ୟାର୍ଥୀ ମାନଙ୍କ ପାଇଁ ସମୟ ଲାଭପ୍ରଦ ରହିବ । ରାଜନୀତିରେ ବରିଷ୍ଠ ବ୍ୟକ୍ତି ଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ଧର୍ମ କାର୍ଯ୍ୟ ରେ ଯୋଗ ଦେଇ ଦେବ ଦର୍ଶଣ କରିବେ ।

ମୃଗଶିରା- ବାଧାନିଘ୍ନକୁ ଅତିକ୍ରମ କରି ଆଗକୁ ବଢିବାର ଯୋଜନା ସଫଳ ହେବ । କୋଟ୍ କଚେରୀ ମାମଲାର ଫଇସଲା ଆପଣଙ୍କ ପକ୍ଷରେ ରହିବ । ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :