• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିôଥ- ୧୩ଶୀ ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Friday 22 Mar 2024

ଧନିଷ୍ଠା- ପାରିପାରିକ ଜୀବନ ସୁଖମୟ ହୋଇପାରେ । ଦୀର୍ଘଦିନରୁ ଭାଙ୍ଗିପଡିଥିବା କୈାଣସି ସଂପର୍କ ପୁନଃ ପ୍ରତିଷ୍ଠିତ ହେବ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ

ଶତଭିଷା- ନୂତନ ଯୋନଜାକୁ କର‌୍ୟ୍ୟକରୀ କରନ୍ତୁ ନାହିଁ । ଛାତ୍ରଛାତ୍ରୀ ନିଜର ଶ୍ରମ ଅନୁଯାୟୀ ଅଧିକ ଫଳ ପାଇବେ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ ।

ପୂ, ଭାଦ୍ରପଦ- ମହିଳା ମାନଙ୍କ ମନରେ ନୂଆ ଆଶା ସୃଷ୍ଟି ହେବ । ଅଦାଲତରୁ ସୁଫଳ ମିଳିପାରେ । ଭୂ-ସମ୍ପତି କିଣିବାର ଯୋଗ ରହିଛି

ପ୍ରତିକାର – ହନୁମାନଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :