• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିôଥ- ୧୩ଶୀ ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Friday 22 Mar 2024

ପୂ, ଭାଦ୍ରପଦ- ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କର୍ମ କ୍ଷେତ୍ରରେ ମାପି ଚୁପି ଚଳି ବା ଭଲ ନହେଲେ କଳହ ଲାଗିପାରେ । ଗଣ୍ଡଗୋଳ ପରିସ୍ଥିତିରେ ମଧ୍ୟସ୍ଥି ହୁଅନ୍ତୁ ନାହିଁ

ଉ, ଭାଦ୍ରପଦ- ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ବେପାର ବୃତିରୁ ସଫଳତା ହାସଲ କରିବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ ।

ରେବତୀ- ସମ୍ପତି କିଣିବାର ଯୋଗ ରହିଛି । କୈାଣସି କାର‌୍ୟ୍ୟରେ ସାହାସିକ ପଦକ୍ଷପ ନେବେ । ଯାନବାହନ ,ବ୍ୟବସାୟରେ ସଫଳତା ଲାଭ କରିବେ

ପ୍ରତିକାର – ସକାଳୁ ଉଠି ଗୁରୁଜନ ମାନଙ୍କୁ ପ୍ରଣାମ କରନ୍ତୁ

 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :