• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିôଥ- ୧୩ଶୀ ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Friday 22 Mar 2024

ମୃଗଶିରା- ପାଦରେ ଆଘାତ, ଆଖି ଯନ୍ତ୍ରଣା, ଏବଂ ଅତ୍ୟଧିକ ନିଦ ଆସିବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରୁ ଲାଭବାନ୍ ହେବେ । ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ ।

ଆଦ୍ରା- କାର‌୍ୟ୍ୟ ପାଇଁ ସମ୍ମାନିତ ଦକ୍ଷତା ପ୍ରତିପାଦିତ ହେବେ । ଗମନା ଗମନ କରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ ।

ପୁନର୍ବସୁ- ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ । ଚାକିରିରେ ଦୂର ଯାତ୍ରାର ସମ୍ଭାବନା ରହିଛି । ମହିଳା ମାନେ ନୂଆ କିଛି କରିବା ପାଇଁ ଚେଷ୍ଟା କେରିବେ

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :