• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିôଥ- ୧୩ଶୀ ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Friday 22 Mar 2024

ପୁନର୍ବସୁ- ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ।

ପୁଷ୍ୟା- ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ। ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ନୂତନ ଲୁଗା ବ୍ୟବସାୟ ପାଇଁ ଯୋଜନା କରବେ ।

ଅଶ୍ଳେଷା- ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । କର୍ମ ପାଇଁ ପ୍ରଶଂସିତ ହୋଇ ପାରନ୍ତି । ଛାତ୍ର ଛାତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ବାଇଗଣୀ

ଶୁଭ ସଂଖ୍ୟା :