• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିôଥ- ୧୩ଶୀ ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Friday 22 Mar 2024

ଉ- ଫାଲ୍‌ଗୁନୀ- କାମରେ ହଠାତ କୈଣସି ଯୋଜନାରେ ପରିବର୍ତନ କରିପାରନ୍ତି । କର୍ମକ୍ଷେତ୍ରରେ ସବୁ କାର‌୍ୟ୍ୟକୁ ନିଜ ହାତକୁ ନେଇ ଶେଷ କରିବେ । ଶରୀର ଭଲ ରହିବା ସହିତ ମିଷ୍ଠାନ ଭୋଜନର ଯୋଗ ବୃଦ୍ଧି ରହିଅଛି ।

ହସ୍ତା- ରାଜନିତିରେ କୈାଣସି କାର‌୍ୟ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ।

ଚିତ୍ରା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ 

ପ୍ରତିକାର - ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :