• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିôଥ- ୧୩ଶୀ ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Friday 22 Mar 2024

ଚିତ୍ରା- କେତେ ଗୁଡିଏ ମହତ୍ୱପୂର୍ଣ୍ଣ କାର୍ଯ୍ୟର ପରିବର୍ତନ ହୋଇ ଆପଣଙ୍କ ଆର୍ôଥକ ସ୍ଥିତି ବହୁତ ଭଲ ରହିବ । ମିତ୍ରଙ୍କ ଠାରୁ ସାହାର୍ଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ ।

ସ୍ୱାତୀ- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ । ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ ।

ବିଶାଖା- ନୂଆ ଘର ତିଆରି କରିବେ । ମହିଳା ମାନେ ବାହାରକୁ ବୁଲିବ ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର‌୍ୟ୍ୟ କ୍ଷେତ୍ରରେ ପରିବର୍ତନ ହେବ ।

ପ୍ରତିକାର – କମଳାଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :