• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିôଥ- ୧୩ଶୀ ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Friday 22 Mar 2024

ମୂଳା- ପ୍ରେମିକା , ପ୍ରେମିକ ଦର୍ଶନୀୟ ସାନକୁ ବୁଲି ଯିବେ । ଅଫିସ୍ରେ ଆପଣଙ୍କର କାମରେ ପ୍ରଂଶସା ହେବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ମାନସିକ ସ୍ତରରେ ଉନ୍ନତି ଆସିବ

ପୂ, ଷାଢା- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ

ଉ, ଷାଢା- ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । ଜମି କିଣିବା ଲାଗି ସୁନ୍ଦର ଯୋଗ ଅଛି । ସକାରତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ ।

ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :