• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2024: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ସିଂହ ଅହୋରାତ୍ର,ତିôଥ- ୧୩ଶୀ ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର,ଘାତବାର- ବିଛା, ଧନୁ ଓ ମୀନ,ପୁଷ୍କର ଦୋଷ- ନାସ୍ତି

Capricorn

ମକର

Friday 22 Mar 2024

ଉ, ଷାଢା- ଘରକୁ ଅତିଥିଙ୍କ ଆଗମନ ହୋଇପାରେ । ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି । ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ ।

ଶ୍ରବଣା- କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ । ମାନସିକ ସ୍ତରରେ ଉନ୍ନତି ଆସିବ । କାର‌୍ୟ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ ।

ଧନିଷ୍ଠା- ପରିବାରରେ ଅବହେଳା ପଦର୍ଶନ କରି ସମାଲୋଚିତ ହୋଇପାରନ୍ତି କ୍ଷ ଅର୍ଥ ସମ୍ପର୍କକୁ ନେଇ ଭାତୃ ବିବାଦ ଦେଖାଦେଇ ପାରେ କ୍ଷ ସଡକ ଦୁର୍ଘଟଣାର ସମ୍ଭାବନା ରହିଛି 

ପ୍ରତିକାର – ଶନିଙ୍କ ମାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :