• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୩ୟା ରାତ୍ରି ୧୧.୧୯ ଗତେ ୪ର୍ଥୀ। ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Aries

ମେଷ

Monday 22 May 2023

ଅଶ୍ୱନୀ- ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ

ଦ୍ୱିଜା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ଘର ପାଇଁ ଆସବାବ କ୍ରୟ କରିବେ

କୃତିକା- ସାହାଯ୍ୟ କାରୀ ବ୍ୟକ୍ତିଙ୍କ ସହିତ ପରିଚୟ ହେବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ

ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :