ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୩ୟା ରାତ୍ରି ୧୧.୧୯ ଗତେ ୪ର୍ଥୀ। ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି
କୃତିକା- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଭାଇ ବନ୍ଧୁମାନେ ସାହାଯ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ । ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ
ରୋହିଣୀ- ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସାଂସୃତିକ ପରିବେଶରେ ଯୋଗ ଦାନ ଦେବେ । ବିଦ୍ୟାର୍ଥୀ ମାନେ ସଫଳତା ହାସଲ କରିବେ । ଶିଳ୍ପ ବାଣିଜ୍ୟରେ କ୍ଷେତ୍ରରେ ଅଭିବୃଦ୍ଧି ଘଟିପାରେ
ମୃଗଶିରା- ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି । ଉଚ୍ଚାଧିକାରୀ ଓ ସହକର୍ମୀ ମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬