• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୩ୟା ରାତ୍ରି ୧୧.୧୯ ଗତେ ୪ର୍ଥୀ। ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Aquarius

କୁମ୍ଭ

Monday 22 May 2023

ଧନିଷ୍ଠା- ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ। ଅଫିସ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ

ଶତଭିଷା- ବିଦ୍ୟାର୍ଥି ମାନେ ଏକାଗ୍ରତା ରକ୍ଷା କରିବେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ମହିଳା ମାନେ ଅଳଙ୍କାର ମାନ କ୍ରୟ କରି ପାରନ୍ତି ।

ପୂ, ଭାଦ୍ରପଦ- ପିତୃ ପୁରୁଷ ସମ୍ପତିରୁ ଭାଗ ପାଇ ପାରନ୍ତି । ଓକିଲ ମାନଙ୍କ ପାଇଁ ଦିନଟି ଫଳପ୍ରଦ ରହିପାରେ । ନୂଆ କିଛି କରିବାର ଆଶା ଦେଖାଦେବ ।

ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :