• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୩ୟା ରାତ୍ରି ୧୧.୧୯ ଗତେ ୪ର୍ଥୀ। ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Pisces

ମୀନ

Monday 22 May 2023

ପୂ, ଭାଦ୍ରପଦ- ପାରିବାରିକ ବିଶୃଙ୍ଖଳା ଦେଖା ଦେଇପାରେ ସେଥିପ୍ରତି ସତର୍କ ରୁହନ୍ତୁ । ଅଧିକ ପରିଶ୍ରମ ହେତୁ ଦେହରେ ଦୁର୍ବଳତା ଦେଖାଦେବ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ

ଉ, ଭାଦ୍ରପଦ– ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟି ହେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ । ଛାତ୍ରଛାତ୍ରି ମାନେ ପଢାରେ ସହଯୋଗ ପାଇବେ

ରେବତୀ- କଚେରି ମାମଲାରେ ସାମୟିକ ଦୁଶ୍ଚିନ୍ତାରୁ ରକ୍ଷା ପାଇ ପାରିବେନି । ମହିଳା ମାନେ ଦୁଃଖିତ ରହିବେ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :