• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୩ୟା ରାତ୍ରି ୧୧.୧୯ ଗତେ ୪ର୍ଥୀ। ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Gemini

ମିଥୁନ

Monday 22 May 2023

ମୃଗଶିରା- ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ଆର୍ଥୀକ ସମସ୍ୟା କିଛି ମାତ୍ରାରେ ଲାଘବ ହେବ । ପଢାପଢିରେ ଓ ପରିକ୍ଷାରେ ସମଫଳ ମିଳିବ ।

ଆଦ୍ରା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ । ଜୀବନରେ ନୂଆ ସଂକେତ ମିଳିପାରେ । ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ

ପୁନର୍ବସୁ- ଜ୍ୟୋତିଷ ବିଜ୍ଞାନର ଚର୍ଚ୍ଚା କରି ପାରନ୍ତି । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ

ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :