• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୩ୟା ରାତ୍ରି ୧୧.୧୯ ଗତେ ୪ର୍ଥୀ। ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Cancer

କର୍କଟ

Monday 22 May 2023

ପୁନର୍ବସୁ- ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ । ଶାରୀରିକ କଷ୍ଟ ଭୋଗିପାରନ୍ତି ।

ପୁଷ୍ୟା- ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ସମାଜ ସେବାରେ ସ୍ୱନାମ ପାଇବେ । ପ୍ରତିଟି କାମ ମନ ଦେଇ କରିଲେ ସଫଳତା ପାଇବେ

ଅଶ୍ଳେଷା- ମହିଳା ମାନେ ଆନନ୍ଦମୟ ମୁହୂର୍ତ କାଟିବେ । ଘରୋଇ ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ

ପ୍ରତିକାର – କୈାଣସି ଛୋଟା ଲୋକଙ୍କୁ କିଛି ସାହାର୍ଯ୍ୟ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :