• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୩ୟା ରାତ୍ରି ୧୧.୧୯ ଗତେ ୪ର୍ଥୀ। ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Leo

ସିଂହ

Monday 22 May 2023

ମଘା- ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର‌୍ୟ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ଯାହାଠାରୁ ଯାହା ପାଇବା ପାଇଁ ପ୍ରତିଶ୍ରୁତି ପାଇଥିଲେ ତାହା ନ ପାଇବାରୁ ପ୍ରତିହିଂସା ମୂଳକ ମନଭାବ ପୋଷଣ କରିବେ

ପୂ- ଫାଲ୍‌ଗୁନୀ- ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଚାକିରିରେ ଅପଦସ୍ତ ହୋଇପାରନ୍ତି । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ

ଉ- ଫାଲ୍‌ଗୁନୀ- ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ

ପ୍ରତିକାର – ମାଆ ଭୂବନେଶୂରୀଙ୍କ ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :