• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୩ୟା ରାତ୍ରି ୧୧.୧୯ ଗତେ ୪ର୍ଥୀ। ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Virgo

କନ୍ୟା

Monday 22 May 2023

ଉ- ଫାଲ୍‌ଗୁନୀ- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର‌୍ୟ୍ୟ ଉତ୍ସାହପୂର୍ଣ୍ଣ ହେବ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ

ହସ୍ତା- ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଃଖିତ ରହିବେ । ଶିକ୍ଷାକ୍ଷେତ୍ରରେ ଅନେକ ସମସ୍ୟା ଦେଖାଦେବ । ଶ୍ରମିକ ଓ କର୍ମଚାରୀମାନଙ୍କୁ ସଠିକ୍ ପରାମର୍ଶ ଦେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ

ଚିତ୍ରା- ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ । ଗଣ ମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :