• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୩ୟା ରାତ୍ରି ୧୧.୧୯ ଗତେ ୪ର୍ଥୀ। ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Libra

ତୁଳା

Monday 22 May 2023

ଚିତ୍ରା- ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ ଯିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ

ସ୍ୱାତୀ- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । କର୍ମକ୍ଷେତ୍ରରେ ଅହେତୁକ ବିଳମ୍ବ ଘଟିବ, ଶତୃମାନଙ୍କ ଉପଦ୍ରବ ବୃଦ୍ଧି ପାଇବ । ନିଜର ଆବଶ୍ୟକତା ପୂରଣ କରିବା ପାଇଁ ଋଣ ସୂତ୍ରରେ ଅର୍ଥ ପାଇ ପାରନ୍ତି

ବିଶାଖା- ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ବ୍ୟବସାୟରେ ଉତରୋତର ଉନ୍ନତି ରହିବ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :