• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୩ୟା ରାତ୍ରି ୧୧.୧୯ ଗତେ ୪ର୍ଥୀ। ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Scorpio

ବିଛା

Monday 22 May 2023

ବିଶାଖା– ମାନସିକ ଦୁଶ୍ଚିନ୍ତା ଦୂର ହେବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । କାର୍ଯ୍ୟରେ ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବ ବୋଧ ବିଶେଷ ବାଧିବ ନାହିଁ

ଅନୁରାଧା- ବାଣିଜ୍ୟ କାରବାରରେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି ।

ଜ୍ୟୋଷ୍ଠା- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ସାଧାରଣ ଘଟଣାକୁ ନେଇ ବନ୍ଧୁଙ୍କ ସହ ମନମାଳିନ୍ୟ ଯୋଗୁ ମନ ଉଦାସ ରହିବ

ପ୍ରତିକାର – ମାଆ ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :