• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd May 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଯାନବାହନ କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ଜ୍ୟେଷ୍ଠ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ଅହୋରାତ୍ର,ତିଥି – ୩ୟା ରାତ୍ରି ୧୧.୧୯ ଗତେ ୪ର୍ଥୀ। ଘାତ ଚନ୍ଦ୍ର – କନ୍ୟା ଅହୋରାତ୍ର,ଘାତ ବାର – ମିଥୁନ,ପୁଷ୍କର ଦୋଷ – ନାସ୍ତି

Sagittarius

ଧନୁ

Monday 22 May 2023

ମୂଳା- ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ

ପୂ, ଷାଢା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ

ଉ, ଷାଢା- ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ

ପ୍ରତିକାର – ମାଆ ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :