• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Nov 2022:ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୩ଶୀ ଦିବା ୦୮/୪୯ ଗତେ ୧୪ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୧/୧୦ ଗତେ ୨ପାଦ ।

Aries

ମେଷ

Tuesday 22 Nov 2022

ଅଶ୍ୱନୀ – ସ୍ୱାସ୍ଥ୍ୟ ସମସ୍ୟାରୁ ମୁକ୍ତି ପାଇବେ । ବନ୍ଧୁତ୍ୱର ସମ୍ପର୍କରେ ଉନ୍ନତି ଆସିବ । ବ୍ୟୟ ବୃଦ୍ଧି ଦେଖାଦେଲେ ମଧ୍ୟ , ଆୟ ବଜାୟ ରହିବ

ଦ୍ୱିଜା – ରାସ୍ତାରେ ଗଲା ବେଳେ ଯାନବାହାନରୁ ପଡିଯିବାର ଭୟ ରହିଛ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି

କୃତିକା – ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ

ପ୍ରତିକାର - ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :