• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Nov 2022:ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୩ଶୀ ଦିବା ୦୮/୪୯ ଗତେ ୧୪ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୧/୧୦ ଗତେ ୨ପାଦ ।

Taurus

ବୃଷ

Tuesday 22 Nov 2022

କୃତିକା - ଜୀବନରେ ନୂଆ ପ୍ରେମ ପ୍ରସଙ୍ଗ ଆରମ୍ଭ ହୋଇପାରେ । ଚାକିରୀ ପାଇଁ ନୂଆ ସୁଯୋଗ ଆସିପାରେ । ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନା କରିବେ

ରୋହିଣୀ – ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ । ବ୍ୟବସାୟରେ ଲାଭବାନ୍ ହେବେ । ଘର ପାଇଁ କିଛି ଆସବାବ କ୍ରୟ କରି ପାରନ୍ତି

ମୃଗଶିରା – ସମ୍ପୃର୍ତ ବୃଦ୍ଧି ହେବା ସହିତ ପ୍ରତିଭାର ବିକାଶ ଘଟିବ । ବହୁ ଦିନର ମନସ୍କାମନା ପୂରଣ ହେବ

ପ୍ରତିକାର – ମାଆ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :