• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Nov 2022:ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୩ଶୀ ଦିବା ୦୮/୪୯ ଗତେ ୧୪ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୧/୧୦ ଗତେ ୨ପାଦ ।

Aquarius

କୁମ୍ଭ

Tuesday 22 Nov 2022

ଧନିଷ୍ଠା – ପରିବାରରେ ଲୋକ ଆପଣଙ୍କ କଥାକୁ ସହମତି ଦେବେ । ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ଆର୍ଥିକ ସ୍ଥିତିକୁ ନେଇ ମାନସିକ ଅସ୍ଥିରତା ବଢିପାରେ

ଶତଭିଷା – ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ

ପୂ , ଭାଦ୍ରପଦ – କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । ମହିଳା ମାନେ ଯୋଗ୍ୟ ପ୍ରତିପାଦିତ ହେବେ

ପ୍ରତିକାର – ଶନିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :