• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Nov 2022:ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୩ଶୀ ଦିବା ୦୮/୪୯ ଗତେ ୧୪ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୧/୧୦ ଗତେ ୨ପାଦ ।

Pisces

ମୀନ

Tuesday 22 Nov 2022

ପୂ , ଭାଦ୍ରପଦ - ବାଲ୍ୟ ବନ୍ଧୁଙ୍କ ସହିତ ସାକ୍ଷାତ ହେବାର ଯୋଗ ରହିଛି । ଗୃହିଣୀଙ୍କୁ ଘର କାମରେ ଘର ଲୋକ ସାହାର୍ଯ୍ୟ କରିବେ । ଧାର ଦେବା ନେବାରେ ନିବୃତ ରୁହନ୍ତୁ

ଉ , ଭଦ୍ରପଦ - ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସଙ୍ଗୀତଜ୍ଞଙ୍କୁ ବଡ ସୁଯୋଗ ମିଳିବ । ସାହସର ସହିତ କାମ କରନ୍ତୁ ସଫଳତା ପାଇବେ

ରେବତୀ – ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ପିତା, ମାତା ମାନେ ଗର୍ବ ଅନୁଭବ କରିବେ । ମାଲିମକଦମା ଆପଷ ବୁଝାବଣା ମଧ୍ୟରେ ସମାଧାନ କରିବେ

ପ୍ରତିକାର – ମାଆ ତାରାଙ୍କର ମନ୍ତ୍ରକୁ ଜପ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :