• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Nov 2022:ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୩ଶୀ ଦିବା ୦୮/୪୯ ଗତେ ୧୪ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୧/୧୦ ଗତେ ୨ପାଦ ।

Gemini

ମିଥୁନ

Tuesday 22 Nov 2022

ମୃଗଶିରା - ଉଭୟ ପ୍ରେମ ଓ ପାରିବାରିକ ଜୀବନରେ ଭଲ ବୁଝାମଣା ରହିବ । ଖଳଲୋକ ମାନଙ୍କ କଥାରେ ପ୍ରଭାବିତ ହୋଇ କର୍ମ କ୍ଷେତ୍ରରେ କୌଣସି ଭୁଲ୍ କାମ କରିପାରନ୍ତି

ଆଦ୍ରା - ବାଣିଜ୍ୟ ବ୍ୟବସାୟରେ ବାଧା ଉତ୍ପନ୍ନ ହୋଇପାରେ । ବନ୍ଧୁଙ୍କର ସାହାଯ୍ୟରେ ଅଟକି ରହିଥିବା କାମକୁ ପୁରା କରିବେ

ପୁନର୍ବସୁ - ଯାତ୍ରା ସମୟରେ ହାତ କିମ୍ବା ଗୋଡରେ ଅଘାତ ଲାଗିପାରେ । ଇଛାନଥିଲେ ମଧ୍ୟ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ

ପ୍ରତିକାର – ଦତାତ୍ରୟଙ୍କ ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :