• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Nov 2022:ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୩ଶୀ ଦିବା ୦୮/୪୯ ଗତେ ୧୪ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୧/୧୦ ଗତେ ୨ପାଦ ।

Cancer

କର୍କଟ

Tuesday 22 Nov 2022

ପୁନର୍ବସୁ - ପୁରାତନ ରୋଗରୁ ଉପଶମ ପାଇବେ । ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ

ପୁଷ୍ୟା – ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇବେ । କର୍ମକ୍ଷେତ୍ରରେ କିଛି ଏଭଳି କାମ କରିବେ ଯାହା ଦ୍ୱାରା ପ୍ରଂଶସା ପାଇବେ

ଅଶ୍ଳେଷା - ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ କରିବେ । ଦେବାଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ

ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :