• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Nov 2022:ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୩ଶୀ ଦିବା ୦୮/୪୯ ଗତେ ୧୪ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୧/୧୦ ଗତେ ୨ପାଦ ।

Leo

ସିଂହ

Tuesday 22 Nov 2022

ମଘା – ବିବାହ ଆଶାୟୀ ଯୁବକ ଯୁବତୀ ମାନଙ୍କ ପାଇଁ ସ୍ତିରିକୃତ ହୋଇପାରେ । କର୍ମକ୍ଷେତ୍ରରେ ନୂତନ କର୍ମନିଯୁକ୍ତିର ସଂମ୍ଭାବନା ଅଧିକ ରହିଛି । ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ

ପୂ , ଫାଲଗୁନୀ - ମହିଳା ମାନେ କରିଥିବା ଆଶା ପୂରଣ ହୋଇପାରେ । ଯାତ୍ରା ଓ ଭ୍ରମଣରେ ସଫଳତା ଲାଭ କରିବେ । ରାଜନୀତିରେ ଅଗ୍ରଣୀ ଭୂମିକା ନେବେ

ଉ ,ଫାଲଗୁନୀ – କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନ ଗୃହ ନିର୍ମାଣ ପାଇଁ ଯୋଜନା କରିବେ

ପ୍ରତିକାର – ମହାମୃତ୍ୟୁଞୟ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :