• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Nov 2022:ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୩ଶୀ ଦିବା ୦୮/୪୯ ଗତେ ୧୪ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୧/୧୦ ଗତେ ୨ପାଦ ।

Scorpio

ବିଛା

Tuesday 22 Nov 2022

ବିଶାଖା – ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ । ପୁରାତନ ରୋଗର ପିଡା ଅପେକ୍ଷା କୃତ କମ୍ ରହିବ

ଅନୁରାଧା – ଛାତ୍ରଛାତ୍ରି ମାନେ ପଢାପଢିରେ ମନ ଦେବେ । ରାଜନୀତି କ୍ଷେତ୍ରରେ ଅନ୍ୟମାନଙ୍କର ସାହାଯ୍ୟ ସହଯୋଗ ପାଇବେ

ଜ୍ୟେଷ୍ଠା – ଆଜି କୋର୍ଟ, କଚେରୀ ବିଷୟରେ ନ ପଡିବା ଭଲ । କର୍ମକ୍ଷେତ୍ରରେ ଭାରସାମ୍ୟ ରହିବ ନାହିଁ ଗଣ୍ଡଗୋଳ ପରିସ୍ଥିତି ସୃଷ୍ଟି ହେବ

ପ୍ରତିକାର – ମାଆ ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :