• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Nov 2022:ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ କର୍ମ ନିଯୁକ୍ତିର ଯୋଗ ରହିଛି

ସୈାର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର ଚନ୍ଦ୍ର – ତୁଳା ଅହୋରାତ୍ର ତିଥି- ୧୩ଶୀ ଦିବା ୦୮/୪୯ ଗତେ ୧୪ଶୀ ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ମକର ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ରାତ୍ରି ୧୧/୧୦ ଗତେ ୨ପାଦ ।

Sagittarius

ଧନୁ

Tuesday 22 Nov 2022

ମୂଳା – କଠିନ ପରିଶ୍ରମ କାରଣରୁ ଶାରିରୀକ ଅସୁସ୍ଥତା ଅନୁଭବ କରିପାରନ୍ତି । ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ । ବାଣିଜ୍ୟ ବ୍ୟବସାୟରେ ସ୍ଥିର ଅବସ୍ଥା ଲାଗି ରହିବ

ପୂ , ଷାଢା – ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । କର୍ମ କ୍ଷେତ୍ରରେ ଧର୍ଯ୍ୟହରା ନହୋଇ କାର୍ଯ୍ୟ କଲେ ଉପକୃତ ହେବେ

ଉ , ଷାଢା – ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ

ପ୍ରତିକାର – ମାଆ ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :