• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର ଚନ୍ଦ୍ର – ସିଂହ ରାତ୍ରି ୦୮/୦୪ ଗତେ କନ୍ୟା ତିଥ ô- ୧୨ଶୀ ସନ୍ଧ୍ୟା ୦୬/୦୨ ଗତେ ୧୩ ଶୀ ଘାତ ଚନ୍ଦ୍ର- କର୍କଟ, ମକର ରାତ୍ରି ୦୮/୦୪ ଗତେ ବୃଷ ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୧/୪୯ ଗତେ ୩ ପାଦ- କୃଷି-ପଶୁ ଓ ବଂଶହାନି – ଭୂମି -ଅନ୍ନ ଓ ତିଳକାଞନ ଦାନ

Aries

ମେଷ

Saturday 22 Oct 2022

ଅଶ୍ୱନୀ – ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଯାତାୟତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ

ଦ୍ୱିଜା –ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ସାମାଜିକ କାର୍ଯ୍ୟରେ ଆପଣଙ୍କ ରୁଚି ବଢିବ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ

କୃତିକା – କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ମହିଳା ମାନେ ମନରେ ନୂଆ ନୂଆ ବିଚାର ଆସିବ

ପ୍ରତିକାର - ହନୁମାନଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :