• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର ଚନ୍ଦ୍ର – ସିଂହ ରାତ୍ରି ୦୮/୦୪ ଗତେ କନ୍ୟା ତିଥ ô- ୧୨ଶୀ ସନ୍ଧ୍ୟା ୦୬/୦୨ ଗତେ ୧୩ ଶୀ ଘାତ ଚନ୍ଦ୍ର- କର୍କଟ, ମକର ରାତ୍ରି ୦୮/୦୪ ଗତେ ବୃଷ ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୧/୪୯ ଗତେ ୩ ପାଦ- କୃଷି-ପଶୁ ଓ ବଂଶହାନି – ଭୂମି -ଅନ୍ନ ଓ ତିଳକାଞନ ଦାନ

Aquarius

କୁମ୍ଭ

Saturday 22 Oct 2022

ଧନିଷ୍ଠା – ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ ।

ଶତଭିଷା – ରାଜନିତିରେ ରହି ଲୋକଙ୍କୁ ସହଯୋଗର ମନବୃତି ପୋଷଣ କରିବେ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । କର୍ମ କ୍ଷେତ୍ରରେ ସବୁ କାର୍ଯ୍ୟ ସୁରୁଖୁରୁରେ ହେଇଯିବ

ପୂ , ଭାଦ୍ରପଦ – ଜମିଜମା କାରବାରରେ ଠକାମୀରେ ପଡିବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :