• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର ଚନ୍ଦ୍ର – ସିଂହ ରାତ୍ରି ୦୮/୦୪ ଗତେ କନ୍ୟା ତିଥ ô- ୧୨ଶୀ ସନ୍ଧ୍ୟା ୦୬/୦୨ ଗତେ ୧୩ ଶୀ ଘାତ ଚନ୍ଦ୍ର- କର୍କଟ, ମକର ରାତ୍ରି ୦୮/୦୪ ଗତେ ବୃଷ ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୧/୪୯ ଗତେ ୩ ପାଦ- କୃଷି-ପଶୁ ଓ ବଂଶହାନି – ଭୂମି -ଅନ୍ନ ଓ ତିଳକାଞନ ଦାନ

Gemini

ମିଥୁନ

Saturday 22 Oct 2022

ମୃଗଶିରା - ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ

ଆଦ୍ରା - ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ବ୍ୟବସାୟରେ ସାମାନ୍ୟ କ୍ଷତି ହୋଇପାରେ ।

ପୁନର୍ବସୁ - ନୂଆ ଘର ତିଆରି କରିବେ । ମହିଳା ମାନେ ବାହାରକୁ ବୁଲିବ ପାଇଁ ଯିବେ ।

ପ୍ରତିକାର –ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :