• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର ଚନ୍ଦ୍ର – ସିଂହ ରାତ୍ରି ୦୮/୦୪ ଗତେ କନ୍ୟା ତିଥ ô- ୧୨ଶୀ ସନ୍ଧ୍ୟା ୦୬/୦୨ ଗତେ ୧୩ ଶୀ ଘାତ ଚନ୍ଦ୍ର- କର୍କଟ, ମକର ରାତ୍ରି ୦୮/୦୪ ଗତେ ବୃଷ ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୧/୪୯ ଗତେ ୩ ପାଦ- କୃଷି-ପଶୁ ଓ ବଂଶହାନି – ଭୂମି -ଅନ୍ନ ଓ ତିଳକାଞନ ଦାନ

Cancer

କର୍କଟ

Saturday 22 Oct 2022

ପୁନର୍ବସୁ – କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ । ବ୍ୟବସାୟୀ ମାନେ ଭାଗୀଦାରି ବ୍ୟବସାୟ କରିବେ ।

ପୁଷ୍ୟା – ରାଜନିତିରେ ଯଥେଷ୍ଟ ଲାଭ ପାଇବେ । ଛାତ୍ରିଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତି ଠାରୁ ଭଲ ପରାମର୍ଶ ମିଳିବ । କର୍ମ କ୍ଷେତ୍ରରେ ଦିଗହରା ହୋଇଯିବେ ।

ଅଶ୍ଳେଷା - ନିଜର ଖର୍ଚ୍ଚ ଉପରେ ଆୟତ ରଖନ୍ତୁ । ମହିଳା ମାନେ ଦାୟିତ୍ୱବାନ୍ ରହିବେ ।

ପ୍ରତିକାର – ମାଆ ଭୁବନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :