• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର ଚନ୍ଦ୍ର – ସିଂହ ରାତ୍ରି ୦୮/୦୪ ଗତେ କନ୍ୟା ତିଥ ô- ୧୨ଶୀ ସନ୍ଧ୍ୟା ୦୬/୦୨ ଗତେ ୧୩ ଶୀ ଘାତ ଚନ୍ଦ୍ର- କର୍କଟ, ମକର ରାତ୍ରି ୦୮/୦୪ ଗତେ ବୃଷ ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୧/୪୯ ଗତେ ୩ ପାଦ- କୃଷି-ପଶୁ ଓ ବଂଶହାନି – ଭୂମି -ଅନ୍ନ ଓ ତିଳକାଞନ ଦାନ

Leo

ସିଂହ

Saturday 22 Oct 2022

ମଘା – ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କାର୍ଯ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।

ପୂ , ଫାଲଗୁନୀ - ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନିତିରେ କିଛି ବିଶେଃଷ କଥା ଆଲୋଚନା କରିବେ ।

ଉ ,ଫାଲଗୁନୀ – କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ଉଚ୍ଚ ଶିକ୍ଷା ଗ୍ରହଣ କରିବେ ।

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :