ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର ଚନ୍ଦ୍ର – ସିଂହ ରାତ୍ରି ୦୮/୦୪ ଗତେ କନ୍ୟା ତିଥ ô- ୧୨ଶୀ ସନ୍ଧ୍ୟା ୦୬/୦୨ ଗତେ ୧୩ ଶୀ ଘାତ ଚନ୍ଦ୍ର- କର୍କଟ, ମକର ରାତ୍ରି ୦୮/୦୪ ଗତେ ବୃଷ ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୧/୪୯ ଗତେ ୩ ପାଦ- କୃଷି-ପଶୁ ଓ ବଂଶହାନି – ଭୂମି -ଅନ୍ନ ଓ ତିଳକାଞନ ଦାନ
ମୂଳା – ନିଜର ଚକ୍ଷୁ ପ୍ରତି ଧ୍ୟାନ ଦିଅନ୍ତୁୁ । ବାଣିଜ୍ୟ - ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ପରିସ୍ଥିତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ
ପୂ , ଷାଢା – ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ । ରାଜନିତିରେ ଆଲୋଚନାରେ ନିଜକୁ ସାମିଲ କରିବେ । ମନୋରଞନ କାର୍ଯ୍ୟରେ ଅଶାନ୍ତି ଉପୁଜିବ
ଉ , ଷାଢା –ଆର୍ଥିକ ମାମଲାରେ କାହାରିକୁ ଭରସା କରନ୍ତୁ ନାହିଁ । ମହିଳା ମାନେ ମଧୁର ସଂପର୍କ ଗଢିବେ ।
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩