• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Oct 2022: ଏହି ରାଶିର ବ୍ୟକ୍ତିଙ୍କର ଆଜି ମୂଲ୍ୟବାନ୍ ଜିନିଷ ଚୋରି ହୋଇପାରେ

ସୈାର ତୁଳା ମାସ କାର୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର ଚନ୍ଦ୍ର – ସିଂହ ରାତ୍ରି ୦୮/୦୪ ଗତେ କନ୍ୟା ତିଥ ô- ୧୨ଶୀ ସନ୍ଧ୍ୟା ୦୬/୦୨ ଗତେ ୧୩ ଶୀ ଘାତ ଚନ୍ଦ୍ର- କର୍କଟ, ମକର ରାତ୍ରି ୦୮/୦୪ ଗତେ ବୃଷ ଘାତ ବାର – ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ –୨ ପାଦ ଦିବା ୦୧/୪୯ ଗତେ ୩ ପାଦ- କୃଷି-ପଶୁ ଓ ବଂଶହାନି – ଭୂମି -ଅନ୍ନ ଓ ତିଳକାଞନ ଦାନ

Capricorn

ମକର

Saturday 22 Oct 2022

ଉ , ଷାଢା - ଭାତୃ ସଂପର୍କରେ ଉନ୍ନତି ଘଟିବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ସଡକ ଦୁର୍ଘଟଣାର ସମ୍ଭାବନା ରହିଛି

ଶ୍ରବଣା – ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ

ଧନିଷ୍ଠା – ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳା ମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :