• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd October 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ ପାଇଁ ବିଦେଶକୁ ଯିବାର ଯୋଗ ରହିଛି

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୧.୨୯ ଗତେ ୭ମୀଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ରଘାତବାର- ମକର ରାଶି,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୨୯ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନ ଦାନ ନିଶାନ୍ତ ୦୫.୩୮ ଗତେ ପୁନର୍ବସୁ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି , ଅନ୍ନ ଓ ତିଳକାଞ୍ଚନ ଦାନ ।

Aries

ମେଷ

Tuesday 22 Oct 2024

ଅଶ୍ୱନୀ- ସମ୍ପର୍କୀୟଙ୍କ ସହଯୋଗକ୍ରମେ ଆନୁଷ୍ଠାନିକ କାମ ପ୍ରତି ମନ ବଳାଇବେ । ପାରିବାରିକ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ବୈବାହିକ ଜୀବନରେ ସଂପର୍କ ନିବିଡ ହେବାକୁ ଲାଗିବ ।

ଦ୍ୱିଜା-ସଭାସମିତ, ସଙ୍ଗଠନ, ରାଜନୀତି, ପ୍ରଶାସନ, ଆଲୋଚନା, କ୍ଷେତ୍ରରୁ ପ୍ରଶଂସିତ ହେବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ ଓ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧିପାଇବ। ପ୍ରତ୍ୟେକ କଥାକୁ ସହଜ, ସରଳ ଢଙ୍ଗରେ ଗ୍ରହଣକଲେ କ୍ଷତିରେ ପଡ଼ିପାରନ୍ତି।

କୃତିକା-ଅବିବାହିତ ଯୁବକ ଯୁବତୀଙ୍କର ବିବାହ ଧାର୍ଯ୍ୟ ହେବ । କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତ୍ୟେକ ସ୍ତରରେ ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି।

ପ୍ରତିକାର- ଅଶ୍ୱସ୍ଥ ବୃକ୍ଷ ମୂଳେ ଗୁଡ ଥୋଇ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :