• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd October 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ ପାଇଁ ବିଦେଶକୁ ଯିବାର ଯୋଗ ରହିଛି

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୧.୨୯ ଗତେ ୭ମୀଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ରଘାତବାର- ମକର ରାଶି,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୨୯ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନ ଦାନ ନିଶାନ୍ତ ୦୫.୩୮ ଗତେ ପୁନର୍ବସୁ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି , ଅନ୍ନ ଓ ତିଳକାଞ୍ଚନ ଦାନ ।

Taurus

ବୃଷ

Tuesday 22 Oct 2024

କୃତିକା- କୌଣସି ବିଶେଷ ବ୍ୟକ୍ତିଙ୍କ ସହିତ ଭେଟ ହୋଇପାରେ ତାଙ୍କ ସହିତ ସମ୍ପର୍କ ବଢାଇବେ । ପାରିବାରିକ ବିବାଦ କାରଣରୁ ଆଜି ଆପଣଙ୍କ ବୈବାହିକ ଜୀବନ ପ୍ରଭାବିତ ରହିବ । ବଡ କମ୍ପାନୀ ସହିତ ବ୍ୟବସାୟରେ ଜଡିତ ହୋଇ ପାରନ୍ତି ।

ରୋହିଣୀ- ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି । ଶିକ୍ଷାକ୍ଷେତ୍ରରେ ନୂତନ ଜ୍ଞାନ ଆହରଣ କରିବେ ।

ମୃଗଶିରା- ଛୋଟ ଘଟଣାକୁ ଗୁରୁତର ମନେକରି ଭାବପ୍ରବଣ ହୋଇପାରନ୍ତି । ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ସାହିତ୍ୟ କ୍ଷେତ୍ରରେ ବେଶ୍ ଆଦୃତ ହେବେ । କୋର୍ଟରେ ତାରିଖ ସ୍ଥିରଧାର୍ଯ୍ୟ ହ

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :