• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd October 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ ପାଇଁ ବିଦେଶକୁ ଯିବାର ଯୋଗ ରହିଛି

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୧.୨୯ ଗତେ ୭ମୀଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ରଘାତବାର- ମକର ରାଶି,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୨୯ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନ ଦାନ ନିଶାନ୍ତ ୦୫.୩୮ ଗତେ ପୁନର୍ବସୁ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି , ଅନ୍ନ ଓ ତିଳକାଞ୍ଚନ ଦାନ ।

Aquarius

କୁମ୍ଭ

Tuesday 22 Oct 2024

ଧନିଷ୍ଠା-ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । କର୍ମଜୀବି ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଆର୍ଥିକ ପରିସ୍ଥିତି ଭଲ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ ।

ଶତଭିଷା- ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବା ସହ ପ୍ରତିଯୋଗୀତା ପରୀକ୍ଷାରେ ଯଶର ସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ରାଜନୈତିକ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସହ ଆଲୋଚନା କଲେ ସୁଫଳ ପାଇବେ ।

ପୂ,ଭାଦ୍ରପଦ-ପଢାରେ ବନ୍ଧୁଙ୍କ ସାହାର୍ଯ୍ୟ ପାଇବେ । ଯାତ୍ରା, ବାଣିଜ୍ୟ, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପ୍ରଦାନ କରିପାରନ୍ତି। ପରକଥାରେ ପଡ଼ି ଭୁଲ୍ ମାର୍ଗର ଅନୁସରଣ କରିବେ

ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :