• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd October 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ ପାଇଁ ବିଦେଶକୁ ଯିବାର ଯୋଗ ରହିଛି

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୧.୨୯ ଗତେ ୭ମୀଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ରଘାତବାର- ମକର ରାଶି,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୨୯ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନ ଦାନ ନିଶାନ୍ତ ୦୫.୩୮ ଗତେ ପୁନର୍ବସୁ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି , ଅନ୍ନ ଓ ତିଳକାଞ୍ଚନ ଦାନ ।

Gemini

ମିଥୁନ

Tuesday 22 Oct 2024

ମୃଗଶିରା- ବହୁଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ। ସ୍ବାସ୍ଥ୍ୟ ସମସ୍ୟା ପରିବର୍ତ୍ତିତ ନହେବା ହେତୁ ସାମୟିକ ଦୁଶ୍ଚିନ୍ତା ବୃଦ୍ଧି ଘଟିବ । ପରିବାର ଭିତରେ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ

ଆଦ୍ରା- ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ ।

ପୁନର୍ବସୁ- ଜମିଜମା କାରବାରରେ ବିଳମ୍ବ ହେତୁ ସମସ୍ୟା ଦେଖାଦେଇପାରେ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ମହିଳା ମାନେ ନାନା ଚିନ୍ତାରେ ରହିବେ

ପ୍ରତିକାର- ଶ୍ରୀ ରାମଙ୍କର ରକ୍ଷା ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :