• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd October 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ ପାଇଁ ବିଦେଶକୁ ଯିବାର ଯୋଗ ରହିଛି

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୧.୨୯ ଗତେ ୭ମୀଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ରଘାତବାର- ମକର ରାଶି,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୨୯ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନ ଦାନ ନିଶାନ୍ତ ୦୫.୩୮ ଗତେ ପୁନର୍ବସୁ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି , ଅନ୍ନ ଓ ତିଳକାଞ୍ଚନ ଦାନ ।

Sagittarius

ଧନୁ

Tuesday 22 Oct 2024

ମୂଳା-ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ବନ୍ଧୁ ମିତ୍ରଙ୍କ ସହ ମନୋରଞ୍ଜନ , ଭ୍ରମଣ ଫଳରେ ହସ ଖୁସିର ବାତାବରଣ ସୃଷ୍ଟି ହେବ ।

ପୂ,ଷାଢା- ପରକଥାରେ ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ଚାକିରିରେ ଅସ୍ଥିରତା ମନ ରହିବ । ଉଚ୍ଚ ଶିକ୍ଷା ପାଇଁ କଠିନ ପରିଶ୍ରମ କରିବାକୁ ପଡିପାରେ । ରାଜନୀତିରେ ମାନ ସମ୍ନାନ ବୃଦ୍ଧି ପାଇବ

ଉ,ଷାଢା- ଜମିଜମା କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ରାସ୍ତାରେ ଗମନାଗମନ କ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି । ଅର୍ଥାଭାବ ଯୋଗୁ ବିଚଳିତ ହେବେ।

ପ୍ରତିକାର- ନାଲି ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :