• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd October 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ବାଣିଜ୍ୟ ପାଇଁ ବିଦେଶକୁ ଯିବାର ଯୋଗ ରହିଛି

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ମଙ୍ଗଳବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ତିଥି- ୬ଷ୍ଠୀ ରାତ୍ରି ୦୧.୨୯ ଗତେ ୭ମୀଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ରଘାତବାର- ମକର ରାଶି,ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୧.୨୯ ଗତେ ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନ ଦାନ ନିଶାନ୍ତ ୦୫.୩୮ ଗତେ ପୁନର୍ବସୁ ୩ ପାଦ-କୃଷି , ପଶୁ ଓ ବଂଶହାନି-ଭୂମି , ଅନ୍ନ ଓ ତିଳକାଞ୍ଚନ ଦାନ ।

Capricorn

ମକର

Tuesday 22 Oct 2024

ଉ,ଷାଢା- କର୍ମ କ୍ଷେତ୍ରରେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ସମ୍ମାନର ଅଧିକାରୀ ହୋଇପାରିବେ । ସୁସ୍ଥ ମାନସିକତା ରକ୍ଷା କରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ ।

ଶ୍ରବଣା- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ କ୍ଷ ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ

ଧନିଷ୍ଠା- ଜମିଜମା ସମ୍ବନ୍ଧୀୟ କଥାବାର୍ତ୍ତା ପ୍ରଭୃତିରେ ଉନ୍ନତମାନର ସୁଫଳ ପାଇବେ । ସମ୍ପର୍କ ଭଲ ଥିଲେ ମଧ୍ୟ ବନ୍ଧୁଙ୍କ ଅଶୋଭନୀୟ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। କାର‌୍ୟ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରି ପାରିବେ ନାହିଁ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :