Advertisment

Daily Horoscope 22nd Sept 2022: ଏହି ରାଶିର ବ୍ୟକ୍ତି ଆଜି କୌଣସି ବିପଦର ସମ୍ମୁଖୀନ ହୋଇପାରନ୍ତି

author-image
Rajalaxmi Sahoo
Daily Horoscope 22nd Sept 2022: ଏହି ରାଶିର ବ୍ୟକ୍ତି ଆଜି କୌଣସି ବିପଦର ସମ୍ମୁଖୀନ ହୋଇପାରନ୍ତି
ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର। ତିଥି – ୧୨ ଶୀ ରାତ୍ରି ୦୧/୧୭ ଗତେ ୧୩ଶୀ ଚନ୍ଦ୍ର   – କର୍କଟ ରାତ୍ରି ୦୨/୦୨ ଗତେ ସିଂହ ଘାତ ଚନ୍ଦ୍ର- ରାତ୍ରି ୦୨/୦୨ ଗତେ କର୍କଟ ଓ ମକର ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ –  ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୧/୧୭ ପର୍ଯ୍ୟନ୍ତ