• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Sept 2022: ଏହି ରାଶିର ବ୍ୟକ୍ତି ଆଜି କୌଣସି ବିପଦର ସମ୍ମୁଖୀନ ହୋଇପାରନ୍ତି

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର। ତିଥି – ୧୨ ଶୀ ରାତ୍ରି ୦୧/୧୭ ଗତେ ୧୩ଶୀ ଚନ୍ଦ୍ର   – କର୍କଟ ରାତ୍ରି ୦୨/୦୨ ଗତେ ସିଂହ ଘାତ ଚନ୍ଦ୍ର- ରାତ୍ରି ୦୨/୦୨ ଗତେ କର୍କଟ ଓ ମକର ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ –  ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୧/୧୭ ପର୍ଯ୍ୟନ୍ତ

Aquarius

କୁମ୍ଭ

Thursday 22 Sep 2022

ଧନିଷ୍ଠା – ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୂଭୂତି ଜାଗ୍ରତ ହେବ
ଶତଭିଷା – ଦାମ୍ପତ୍ୟ ଜୀବନ ସୁଖମୟ ହେବ
ପୂ , ଭାଦ୍ରପଦ  – କର୍ମକ୍ଷେତ୍ରରେ ଓ କୃଷି କ୍ଷେତ୍ରରେ ଉନ୍ନତି କରିବେ
ପ୍ରତିକାର – ୭ଟି ଗୋଲ ମରିଚ ନୀଳ କପଡାରେ ବାନ୍ଧି ଜଳରେ ଭସାଇ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :