• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Sept 2022: ଏହି ରାଶିର ବ୍ୟକ୍ତି ଆଜି କୌଣସି ବିପଦର ସମ୍ମୁଖୀନ ହୋଇପାରନ୍ତି

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର। ତିଥି – ୧୨ ଶୀ ରାତ୍ରି ୦୧/୧୭ ଗତେ ୧୩ଶୀ ଚନ୍ଦ୍ର   – କର୍କଟ ରାତ୍ରି ୦୨/୦୨ ଗତେ ସିଂହ ଘାତ ଚନ୍ଦ୍ର- ରାତ୍ରି ୦୨/୦୨ ଗତେ କର୍କଟ ଓ ମକର ଘାତ ବାର – ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ –  ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୧/୧୭ ପର୍ଯ୍ୟନ୍ତ

Scorpio

ବିଛା

Thursday 22 Sep 2022

ବିଶାଖା – ଭୁଲ୍‌ ଭାବେ କାର୍ଯ୍ୟ କରିବା ଯୋଗୁ ଅପମାନିତ ହେବେ
ଅନୁରାଧା – ରାଜନୀତିରେ ନୂତନ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି 
ଜ୍ୟେଷ୍ଠା  –  ଅଧିକ ସମୟ ସମାଲୋଚନାରେ କଟିପାରେ। ଜିଦ୍ ଗୁଣ ପାଇଁ ଅଶାନ୍ତି ବଢ଼ିପାରେ
ପ୍ରତିକାର – ମା’ ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :