Daily Horoscope 22nd September 2023: କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ, ଯାତ୍ରା କଲା ବେଳେ ସତର୍କ ରୁହନ୍ତୁ...
/odishatv-khabar/media/media_files/uploadimage/library/16_9/16_9_0/IMAGE_1695357846-396309.jpg)
ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ, ଶୁକ୍ରବାର। ଚନ୍ଦ୍ର – ବିଛା ଦିବା ୦୩.୩୩ ଗତେ ଧନୁ ତିଥି- ୭ମୀ ଦିବା ୦୧.୩୫ ଗତେ ୮ମୀ ଘାତ ଚନ୍ଦ୍ର - ଦିବା ୦୩.୩୩ ଗତେ ତୁଳା ଓ କୁମ୍ଭ ଘାତ ବାର – ବିଛା, ଧନୁ ଓ ମୀନ ପୁଷ୍କର ଦୋଷ – ୧ ପାଦ ପଶୁସମ୍ପଦ ନାଶ- ଅନ୍ନ ଦାନ ଦିବା ୦୧.୩୫ ପର୍ଯ୍ୟନ୍ତ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
